Mithuna Saptahika Rasifala: Weekly Gemini Horoscope (28 Sep – 4 Oct 2026) ଦୈନିକ ରାଶିଫଳ ସାପ୍ତାହିକ ରାଶିଫଳ ମାସିକ ରାଶିଫଳ ବାର୍ଷିକ ରାଶିଫଳ ମେଷ ବୃଷ ମିଥୁନ କର୍କଟ ସିଂହ କନ୍ୟା ତୁଳା ବିଛା ଧନୁ ମକର କୁମ୍ଭ ମୀନ Gemini Weekly Success & Predictions: 28 Sep – 4 Oct 2026☀️ ମିଥୁନ ରାଶିର ସାପ୍ତାହିକ ରାଶିଫଳ ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାହିତ୍ୟ, କଳା, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଉତ୍ତମ ରୋଜଗାର ମିଳିବ। ନିଜ ପରିଶ୍ରମରୁ ନୂତନ କର୍ମ ନିଯୁକ୍ତି ପାଇବେ। ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧôକ ହେବ। ଉଚ୍ଚଅଧôକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ଆନନ୍ଦିତ ହେବେ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହó। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବା ସହ ଶୁଭ ସୂଚନା ମଧ୍ୟ ପାଇବେ। ଗୃହରେ ଥôବାକଳହ, ପତିପନôୀ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତା ଭାବର ସମାଧାନ ହେବ। ବ୍ୟବସାୟୀ ମାନେ ଆବଶ୍ୟକତା ଠାରୁ ଅଧôକ ଆଦାନ-ପ୍ରଦାନ କରି ଉଚିତ ଲାଭ ପାଇବେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।