Weekly Tula ଦୈନିକ ରାଶିଫଳ ସାପ୍ତାହିକ ରାଶିଫଳ ମାସିକ ରାଶିଫଳ ବାର୍ଷିକ ରାଶିଫଳ ମେଷ ବୃଷ ମିଥୁନ କର୍କଟ ସିଂହ କନ୍ୟା ତୁଳା ବିଛା ଧନୁ ମକର କୁମ୍ଭ ମୀନ Libra Weekly Success & Predictions: 3–9 Aug 2026☀️ ତୁଳା ରାଶିର ସାପ୍ତାହିକ ରାଶିଫଳ ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ କ୍ଷେତ୍ରରେ ସ୍ନେହ-ସଦ୍ଭାବ ବଜାୟ ରହିବ। ନୂତନକର୍ମ ନିଯୁକ୍ତି ପାଇବେ। ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଉଚ୍ଚ ପଦାଧôକାରୀ ମାନଙ୍କୁ ବିରୋଧୀ ନ କରିବାକୁ ବିଶେଷ ସତର୍କ ରହିବା ନିତ୍ୟାନ୍ତ ଆବଶ୍ୟକ। ସ୍ୱାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଉଚ୍ଚଶିକ୍ଷା ନିମିତ୍ତ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ।